ଆଜିର ଖବର ହରିୟାଣାରେ ତିନି ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଶ୍ରମିକ ମୃତ, ୧୦ରୁ ଅଧିକ ଆହତ ହରିୟାଣା : ହରିୟାଣା ଅମ୍ବାଲା ସହର ନିକଟସ୍ଥ ଧୂଲକୋଟ ଗାଁରେ ଏକ ଦୁଃଖଦ ଅଘଟଣ ଘଟିଯାଇଛି। ଏକ ନିର୍ମାଣାଧୀନ ତିନି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୪…