ଆଜିର ଖବର ନିର୍ମାଣ ସାମଗ୍ରୀର ସର୍ବଶ୍ରେଷ୍ଠ ମୂଲ୍ୟ ନିର୍ଦ୍ଧାରଣ ଉପରେ ବିସ୍ତୃତ ଆଲୋଚ଼ନା କଲେ ପୃଥ୍ୱୀରାଜ ହରିଚ଼ନ୍ଦନ ଭୁବନେଶ୍ଵର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏକ ବୈଠକରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି କେନ୍ଦ୍ର ସରକାର,…