ଆଜିର ଖବର ନିଶା ଦ୍ରବ୍ୟ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସକୁ ସଫଳତା: ୨.୮ ଟନ୍ ଗଞ୍ଜେଇ ଜବତ ଭୁବନେଶ୍ଵର: ଗଞ୍ଜେଇ ବିରୋଧୀ ଅଭିଯାନରେ ଗଜପତି ଜିଲ୍ଲା ପୋଲିସ ଏକ ବିଶାଳ ସଫଳତା ଅର୍ଜନ କରିଛି। ଅଡ଼ବା ଥାନା ଅନ୍ତର୍ଗତ କାରିଗେଜୁ ଗ୍ରାମରେ ଚଢ଼ାଉ କରି ପୋଲିସ…