ଜାତୀୟ ଖବର ହୋଟେଲ ଏବଂ ରେଷ୍ଟୁରାଣ୍ଟରେ “ଏଲପିଜି ଚାର୍ଜ” କୁ ବେଆଇନ କହିଲେ ସରକାର: ଲାଗୁ କଲେ ନିଷେଧାଦେଶ ନୂଆଦିଲ୍ଲୀ: କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍ରେ “ଏଲପିଜି ଚାର୍ଜ”, “ଗ୍ୟାସ ସର୍ଚାର୍ଜ” ଏବଂ “ଇନ୍ଧନ ମୂଲ୍ୟ ଭରଣା”…