ଆଜିର ଖବର ଗୋଟିଏ ମିନିଟ୍ରେ ୧୦୪ଥର ନିଷ୍ଟାଇକ କରି ପାକିସ୍ତାନ ରେକର୍ଡ଼ ଭାଙ୍ଗିଲେ ଓଡ଼ିଆପୁଅ ସଚିନ ଭୁବନେଶ୍ୱର: ଭାରତର ନିଷ୍ଟାଇକର ଭାବରେ ସୁପରିଚିତ ସଚିନ ବେହେରା ଗିନିଜ୍ ବୁକ୍ରେ ଆଉ ଏକ ନୂତନ ରେକର୍ଡ଼ ସ୍ଥାପନ କରି ଓଡ଼ିଶା ତଥା ଭାରତ ପାଇଁ ଗର୍ବ…