ଆଜିର ଖବର ଦକ୍ଷତା ବିକାଶର ମଡେଲ ଭାବେ ‘ବିଶ୍ୱ ଦକ୍ଷତା କେନ୍ଦ୍ର’କୁ ନୀତି ଆୟୋଗର ପ୍ରଶଂସା ଭୁବନେଶ୍ୱର: ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ପ୍ରତ୍ୟେକ ନାଗରିକଙ୍କ ସାମାଜିକ ଓ ଆର୍ଥିକ ପ୍ରଗତି ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ଲକ୍ଷ୍ୟ ହାସଲରେ ଦକ୍ଷତା…