ଆଜିର ଖବର ନୀତୀଶ କୁମାରଙ୍କୁ ପ୍ରଧାନମନ୍ତ୍ରୀ କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ, ସୋସିଆଲ ମିଡିଆରେ ହେଲା ଆଲୋଚନା ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଗତ ଦୁଇ ଦିନିଆ ଗସ୍ତରେ ଦିଲ୍ଲୀରେ ପହଞ୍ଚିଥିଲେ। ଏହି ସମୟ ମଧ୍ୟରେ ସେ ବିରୋଧୀ ଦଳର ପ୍ରାୟ ସମସ୍ତ ବଡ…