ଆଜିର ଖବର ନୂଆଖାଇକୁ ନେଇ ଆସିଲା ବଡ ଖବର, ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ…