ନୂଆଦିଲ୍ଲୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…

ଭୁବନେଶ୍ଵର: ନୂଆଦିଲ୍ଲୀରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ସମ୍ମାନିତ ହେଲେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ଯୁବ ସମାଜସେବୀ ଜିତେନ୍ଦ୍ର ଭୋଳ। ନିକଟରେ ନେତାଜୀ ସୁବାସ…

ନୂଆଦିଲ୍ଲୀ: କେନ୍ଦ୍ର ଶ୍ରମ ଓ ନିଯୁକ୍ତି ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର…

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ଉପସ୍ଥିତିରେ ଗୁଜୁରାଟରେ ତିନିଟି ଅପରାଧିକ ଆଇନର କାର୍ଯ୍ୟକାରିତା…

ନୂଆଦିଲ୍ଲୀ: ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ନୂଆଦିଲ୍ଲୀର ନେସନାଲ ମିଡିଆ ସେଣ୍ଟରଠାରେ ‘ୱାର୍ଲ୍ଡ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ଶିଖର ସମ୍ମିଳନୀ (ୱେଭ୍ସ) ଆୟୋଜନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ…

ଭୁବନେଶ୍ଵର: ଭାଇବ୍ରେଣ୍ଟ ଭିଲେଜ କାର୍ଯ୍ୟକ୍ରମ ଅଧିନରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଇଁ ଗ୍ରାମରୁ ନୂଆଦିଲ୍ଲୀକୁ ଆସିଥିବା ବିଶିଷ୍ଟ ଅତିଥିମାନଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ…

ନୂଆଦିଲ୍ଲୀ: ଆସନ୍ତା ୨୬ ତାରିଖରେ ନୂଆଦିଲ୍ଲୀର କର୍ତ୍ତବ୍ୟପଥରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେବା ପାଇଁ ପଂଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ…

ନୂଆଦିଲ୍ଲୀ: ମହାକୁମ୍ଭର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ଅର୍ଥନୈତିକ ଗୁରୁତ୍ୱ ସଂପର୍କରେ ନୂଆଦିଲ୍ଲୀରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଜବାହରଲାଲ ନେହରୁ ଭବନରେ ବିଦେଶୀ ସାମ୍ବାଦିକମାନଙ୍କୁ ଅବଗତ କରାଯାଇଛି। ଏଥିରେ…

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦ୍ୱାରା ବିକଶିତ ଭାରତପୋଲ ପୋର୍ଟାଲର ଶୁଭାରମ୍ଭ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫କୁ ଉଦଘାଟନ କରିବେ। ଏହି ଅବସରରେ…

ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଭାରତୀୟ ରେଳବାଇ 101 ଜଣ ଅତୁଳନୀୟ କର୍ମଚାରୀ ଏବଂ ଅଧିକାରୀଙ୍କୁ 69 ତମ…

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୧୧ ଡିସେମ୍ବର ୨୦୨୪) ନୂଆଦିଲ୍ଲୀଠାରେ ବିଭିନ୍ନ ବର୍ଗରେ ମନୋନୀତ ୪୫ ଜଣ ପୁରସ୍କାର ବିଜେତାଙ୍କୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ…

ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ମୂଲ୍ୟାଙ୍କନ ବର୍ଷ ୨୦୨୨-୨୦୨୩ ପାଇଁ ସମ୍ମାନଜନକ ଜାତୀୟ ପଞ୍ଚାୟତ ପୁରସ୍କାରର ବିଜେତାଙ୍କ ନାମ ଘୋଷଣା କରିଛି। ତୃଣମୂଳ ସ୍ତରରେ ସମାବେଶୀ ଏବଂ…

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା…

ନୂଆଦିଲ୍ଲୀ: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମଜିଏନ୍ଆରଇଜିଏସ୍)ର କାର୍ଯ୍ୟକାରିତା ଆକଳନ ପାଇଁ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି…

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ। ଏହି ବିଶାଳ ବାଣିଜ୍ୟ ମେଳାରେ ଥିମାଟିକ୍‌…

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ବାସନା ଚାଉଳର ବାସ୍ନା ଏବେ ଦିଲ୍ଲୀରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ଚାଷୀଙ୍କ ଦ୍ୱାରା ଅମଳ ହୋଇଥିବା ବିଭିନ୍ନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ଣ ପ୍ରାୟ ସାଢ଼େ ପାଞ୍ଚଟାରେ ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି…

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀଠାରେ ଜାତୀୟ ସମବାୟ ବିକାଶ ନିଗମ (ଏନସିଡିସି)ର ୯୧ତମ ସାଧାରଣ ପରିଷଦ ବୈଠକକୁ ସମ୍ବୋଧିତ…

ନୂଆଦିଲ୍ଲୀ/ ଭୁବନେଶ୍ୱର: ତାଳ ଓ ଖଜୁରୀରୁ ପ୍ରସ୍ତୁତ ଗୁଡ଼ ହେଉଛି ଏକ ପାରମ୍ପରିକ ଖାଦ୍ୟ। ଏହା ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ ହୋଇଥିବାରୁ ବର୍ତ୍ତମାନ ସମୟରେ ଏହାର…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ…