ଆଜିର ଖବର ତିନି ମନ୍ତ୍ରୀଙ୍କୁ ଶପଥ କରାଇଲେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ଭୁବନେଶ୍ବର: ଏକ ବର୍ଣ୍ଣାଢ୍ୟ ଉତ୍ସବରେ ଆଜି ତିନି ନୂଆମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଏବଂ ସାରଦା ନାୟକ।…