Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ପୁଣି ବଢିଲା କରୋନା: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାର ୫୪୨ ଟି ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୧୦ ହଜାର ୫୪୨ ଟି ନୂଆ କରୋନା ମାମଲା ରୁଜୁ ହୋଇଛି। କିନ୍ତୁ ଗତକାଲି କରୋନାର ୭ ହଜାର ୬୩୩ ନୂତନ ମାମଲା ପଞ୍ଜିକୃତ ହୋଇଥିଲା। ତେବେ ଆଜି କରୋନାର ନୂତନ ମାମଲାରେ ବୃଦ୍ଧି ଘଟିଛି। ଏଭଳି ପରିସ୍ଥିତିରେ କରୋନାର ବୃଦ୍ଧି ସଂକ୍ରମଣ ପୁଣି ଥରେ ମୁଣ୍ଡବିନ୍ଧା ବଢାଇ ଦେଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ, ଭାରତର ସକ୍ରିୟ ମାମଲା ବର୍ତ୍ତମାନ ୬୩ ହଜାର ୫୬୨ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୧୭୫ ଲୋକ ସୁସ୍ଥ ହୋଇଛନ୍ତି, ଏହା ପରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୪୨ ଲକ୍ଷ ୫୦ ହଜାର ୬୪୯ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨୩୩୮ ଟି ନୂଆ ଆକ୍ରାନ୍ତ ଚିହ୍ନଟ, ୧୭ ହଜାର ଅତିକ୍ରମ କଲା ସକ୍ରିୟ ମାମଲା

ନୂଆଦିଲ୍ଲୀ: ଭାରତରେ କରୋନା ମାମଲା ଦୈନିକ ୨ ହଜାରରୁ ଅଧିକ ପଞ୍ଜିକୃତ ହେଉଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୩୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛିନ୍ତି ଏବଂ ୨ ହଜାର ୧୩୪ ରୋଗୀ ସୁସ୍ଥ ହୋଇଛନ୍ତି। ଏଥିସହ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୧୯ ଜଣଙ୍କର ମୃତ୍ୟୁ ଘଟିଛି। ଗତ କିଛି ଦିନ ହେବ କରୋନା ମାମଲାରେ ସାମାନ୍ୟ ବୃଦ୍ଧି ଘଟିଛି, ଯେଉଁ କାରଣରୁ ବର୍ତ୍ତମାନ ସକ୍ରିୟ ମାମଲା ସଂଖ୍ୟା ୧୭ ହଜାର ଅତିକ୍ରମ କରିଛି। ଭାରତରେ ମୋଟ ସକ୍ରିୟ ମାମଲା ୧୭ ହଜାର ୮୮୩ ରେ ପହଞ୍ଚିଛି।

କରୋନା ମହାମାରୀ ଆରମ୍ଭରୁ ମୋଟ ୪ କୋଟି ୩୧ ଲକ୍ଷ ୫୮ ହଜାର ୮୭ ଲୋକ ସଂକ୍ରମିତ ହୋଇଛନ୍ତି। ଏଥିମଧ୍ୟରୁ ୫ ଲକ୍ଷ ୨୪ ହଜାର ୬୩୦ ଜଣଙ୍କର ମୃତ୍ୟୁ ହୋଇଛି। ଏପର୍ଯ୍ୟନ୍ତ ୪ କୋଟି ୨୬ ଲକ୍ଷ ୧୫ ହଜାର ୫୭୪ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ଚିହ୍ନଟ ହେଲେ ୧ ହଜାର ୫୪୯ ଆକ୍ରାନ୍ତ, କରୋନାରେ ମୃତ୍ୟୁ ସଂଖ୍ୟା ୩୧

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ମାରାତ୍ମକ କରୋନାଭାଇରସ୍ ମହାମାରୀର ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଏକ ହଜାର ୧ ହଜାର ୫୪୯ ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗତକାଲି ୨ ହଜାର ୭୫ ଟି କରୋନା ମାମଲା ପଞ୍ଜିକୃତ ହୋଇଥିଲା ଏବଂ ୧୨୭ ଜଣଙ୍କର ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ଦେଶରେ ୪ କୋଟି ୩୦ ଲକ୍ଷ ୯ ହଜାର ୩୯୦ ଟି କରୋନା ମାମଲା ରୁଜୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତକାଲି ଦେଶରେ ୨ ହଜାର ୬୫୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଯାହା ପରେ ସକ୍ରିୟ ମାମଲା ସଂଖ୍ୟା ୨୫ ହଜାର ୧୦୬ କୁ ହ୍ରାସ ପାଇଛି। ଏଥି ସହିତ ଏହି ମହାମାରୀ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୫ ଲକ୍ଷ ୧୬ ହଜାର ୫୧୦ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୬୭ ହଜାର ୭୭୪ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୧୦୪ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୫

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୨

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୩

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୭

ଖୋର୍ଦ୍ଧା ଜିଲ୍ଲାରୁ- ୧୦

କୋରାପୁଟ ଇଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୩

ନବରଙ୍ଗପୁର ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୬

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୧୨

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୪୫୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୨୮୫ ଏବଂ ବର୍ତ୍ତମାନ ୧ ହଜାର ୧୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୧୦୮ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୮

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୬

ଗଞ୍ଜାମ ଜିଲ୍ଲାରୁ- ୭

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୩

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୭

ଖୋର୍ଦ୍ଧା ଜିଲ୍ଲାରୁ- ୧୪

ମୟୂରଭଞ୍ଜ ଜିଲ୍ଲାରୁ- ୧

ନବରଙ୍ଗପୁର ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୯

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୩୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୧୫୦ ଏବଂ ବର୍ତ୍ତମାନ ୧ ହଜାର ୪୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୧୨୮ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୮ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୩  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୭

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୯

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୨

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୮

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୬

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନବରଙ୍ଗପୁର ଜିଲ୍ଲାରୁ- ୧୪

ନୂଆପଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୯

ସୁନ୍ଦରଗଡ ଜିଲ୍ଲାରୁ- ୧୨

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୨୪୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୯୮୦ ଏବଂ ବର୍ତ୍ତମାନ ୧ ହଜାର ୧୧୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୧୦୮ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୦ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୬  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୨

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୪

ଗଞ୍ଜାମ ଜିଲ୍ଲାରୁ- ୧୫

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୮

ଝାରସୁଗୁଡା ଜିଲ୍ଲାରୁ- ୧୧

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୭

ଖୋର୍ଦ୍ଧା ଜିଲ୍ଲାରୁ- ୬

କୋରାପୁଟ ଜିଲ୍ଲାରୁ- ୫

ମୟୂରଭଞ୍ଜ ଜିଲ୍ଲାରୁ- ୬

ସମ୍ବଲପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୮

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୧୧୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୭୬୭ ଏବଂ ବର୍ତ୍ତମାନ ୧ ହଜାର ୧୯୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୧୨୦ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୨୯ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୧  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୩

ବାଲେଶ୍ଵର ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧୫

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୯

ଝାରସୁଗୁଡା ଜିଲ୍ଲାରୁ- ୧୨

ଖୋର୍ଦ୍ଧା ଜିଲ୍ଲାରୁ- ୧୦

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୪

ନୂଆପଡା ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨୩

ସୁନ୍ଦରଗଡ ଜିଲ୍ଲାରୁ- ୪

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୫୪୨ ଏବଂ ବର୍ତ୍ତମାନ ୧ ହଜାର ୩୧୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୪୫ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୫୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୦

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୨

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୨୦

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୧

ଝାରସୁଗୁଡା ଜିଲ୍ଲାରୁ- ୯

କେନ୍ଦ୍ରାପଡା ଜିଲ୍ଲାରୁ- ୮

ଖୋର୍ଦ୍ଧା ଜିଲ୍ଲାରୁ- ୧୪

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୮

ସୁନ୍ଦରଗଡ ଜିଲ୍ଲାରୁ- ୨୫

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୮୮୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୨୨୮ ଏବଂ ବର୍ତ୍ତମାନ ୧ ହଜାର ୫୦୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୩୦ହଜାରରୁ କମ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୩୪୭

ନୂଆଦିଲ୍ଲୀ: ଗତକାଲି ଦେଶରେ ୩୪ ହଜାର ୧୧୩ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨୭ ହଜାର ୪୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୩୪୬ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୩୪୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୬ ଲକ୍ଷ ୯୨ ହଜାର ୯୪୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୯ ହଜାର ୩୫୮ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୫୫ ହଜାର ୭୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୧୭ ଲକ୍ଷ ୬୦ ହଜାର ୪୫୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୪ ଲକ୍ଷ ୨୩ ହଜାରକୁ ୧୨୭ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ୨ ଲକ୍ଷ ୮୫ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୬୬୫

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୫୫ ହଜାର ୮୭୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୮୫ ହଜାର ୯୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୬୬୫ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୯୯ ହଜାର ୭୩ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୮୫ ହଜାର ୧୧୬ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୧ ହଜାର ୧୨୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୭୩ ଲକ୍ଷ ୭୦ ହଜାର ୯୭୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୨୩ ହଜାରକୁ ୧୮ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨ ଲକ୍ଷ ୪୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦

ନୂଆଦିଲ୍ଲୀ: ଗତକାଲି ଦେଶରେ ୧ ଲକ୍ଷ ୯୪ ହଜାର ୭୨୦ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୪୭ ହଜାର ୪୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୪୪୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ୩୮୦ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୮୪ ହଜାର ୮୨୫ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୬୦ ଲକ୍ଷ ୫୧୦ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୫ ହଜାର ୩୫ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୪୭ ଲକ୍ଷ ୧୫ ହଜାର ୩୬୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୧୭ ହଜାର ୫୩୧ କୁ ବୃଦ୍ଧି ପାଇଛି।