ଆଜିର ଖବର ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ୩ ଜଣ ବରିଷ୍ଠ ଆଇପିଏସଙ୍କୁ ମିଳିଲା ନୂଆ ନିଯୁକ୍ତି ଭୁବନେଶ୍ବର: ଓଡ଼ିଶାର ୩ ଜଣ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ ପ୍ରଦାନ କରାଯାଇଛି। ଭାରତୀୟ ନିର୍ବାଚନ ଆୟୋଗଙ୍କ ସ୍ବୀକୃତି ପରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି।…