ଅନ୍ତରାଷ୍ଟ୍ରୀୟ ବିଶ୍ବ ପ୍ରସିଦ୍ଧ କୋଣାର୍କ ମନ୍ଦିରର ଭିତ୍ତିଭୂମିକୁ କରାଯିବ ଅନ୍ତର୍ଜାତୀୟ ସ୍ତରର, ଜାଣନ୍ତୁ କଣ ହେବ କିପରି ଦେଖାଯିବ ଭୁବନେଶ୍ବର, ଶ୍ରୀମନ୍ଦିର, ଲିଙ୍ଗରାଜ ଏବଂ ସମଲେଶ୍ବରୀ ପରେ ବର୍ତ୍ତମାନ କୋଣାର୍କକୁ ସୌନ୍ଦର୍ଯ୍ୟକରଣ ପାଇଁ ନିଷ୍ପତି କରାଯାଇଛି। ଏହା ମନ୍ଦିର ବିଶ୍ବ ସ୍ତରୀୟ ହୋଇଥିଲେ ମଧ୍ୟ ଏହାର ଭିତ୍ତିଭୂମିକୁ…