ନୂଆ ବିଧାନସଭା

ଭୁବନେଶ୍ବର: ଓଡିଶା ବିଧାନସଭାର ବରିଷ୍ଠ ସଦସ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ ହେବେ କାମଚଳା ବାଚସ୍ପତି। ଏ ନେଇ ଆଜି ରାଜ୍ୟପାଳ ରଘୁବର ଦାସ ତାଙ୍କୁ ନିଯୁକ୍ତ କରିଛନ୍ତି।…