Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସୁସ୍ଥ ହେଲେ ୮ ହଜାର ୧୪୮ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାର ୮୭୪ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ଏଥି ସହିତ ଗତ ୨୪ ଘଣ୍ଟା ମଧ୍ୟରେ ୮ ହଜାର ୧୪୮ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ମୋଟ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୪୩ ଲକ୍ଷ ୬୪ ହଜାର ୮୪୧ କୁ ବୃଦ୍ଧି ପାଇଛି। ଏହା ସହିତ ଭାରତର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୪୯ ହଜାର ୧୫ ଅଟେ।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଚାରିମାସ ପରେ ଦେଶରେ କୋଭିଡ -୧୯ ର ୭୦୦ ଟି ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଗୋଟିଏ ଦିନରେ ଭାରତରେ ୭୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପରେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୬,୯୨,୭୧୦ କୁ ବୃଦ୍ଧି ପାଇଛି। ପ୍ରାୟ ଚାରିମାସ ପରେ ଦେଶରେ ଦୈନିକ ୭୦୦ ରୁ ଅଧିକ ସଂକ୍ରମଣ ରୋଗ ହୋଇଥିବା ଜଣାଯାଇଛି। ଏଥି ସହିତ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୪ ହଜାର ୬୨୩ କୁ ବୃଦ୍ଧି ପାଇଛି। ଗତ ବର୍ଷ ନଭେମ୍ବର ୧୨ ତାରିଖରେ ଦେଶରେ ୭୩୪ ଦୈନିକ ସଂକ୍ରମଣ ମାମଲା ରୁଜୁ ହୋଇଥିଲା।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଗୁରୁବାର ସକାଳ ଆଠଟା ବେଳେ କର୍ଣ୍ଣାଟକରେ ସଂକ୍ରମଣ ହେତୁ ଜଣେ ରୋଗୀଙ୍କ ମୃତ୍ୟୁ ପରେ ଦେଶରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୯୦ କୁ ବୃଦ୍ଧି ପାଇଛି। ସର୍ବଶେଷ ତଥ୍ୟ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଭାରତରେ ସମୁଦାୟ ୪ କୋଟି ୪୧ ଲକ୍ଷ ୫୭ ହଜାର ୨୯୭ ଲୋକ ସଂକ୍ରମଣମୁକ୍ତ ହୋଇଥିବାବେଳେ କୋଭିଡ -୧୯ ରୁ ମୃତ୍ୟୁ ହାର ୧.୧୯ ପ୍ରତିଶତ ରହିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩ ହଜାର ୧୧ ଟି ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩ ହଜାର ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୫ ଲକ୍ଷ ୯୭ ହଜାର ୪୯୮ କୁ ବୃଦ୍ଧି ପାଇଥିବାବେଳେ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ୩୬ ହଜାର ୧୨୬ କୁ ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ସଂକ୍ରମଣ ହେତୁ ୨୮ ଜଣଙ୍କର ମୃତ୍ୟୁ ପରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୭୧୦ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ କମୁଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୫୦୭୬ ଟି ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାର ୭୬ ଟି କରୋନା ମାମଲା ଚିହ୍ନଟ ହୋଇଛି। ବର୍ତ୍ତମାନ ଦେଶରେ ମୋଟ ମାମଲା ୪ କୋଟି ୪୪ ଲକ୍ଷ ୯୫ ହଜାର ୩୫୯ କୁ ବୃଦ୍ଧି ପାଇଛି। ଏହା ସହିତ ସକ୍ରିୟ ମାମଲା ସଂଖ୍ୟା ୪୭,୯୪୫ କୁ ଖସି ଆସିଛି। ଆଜି ମିଳିଥିବା କରୋନା ମାମଲା ପୂର୍ବ ଦିନ ତୁଳନାରେ କମ୍ ଅଟେ। ସେପ୍ଟେମ୍ବର ୧୦ ତାରିଖରେ ଦେଶରେ ୫ ହଜାର ୫୫୪ ମାମଲା ଦେଖିବାକୁ ମିଳିଥିଲା।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ମାମଲାରେ ମଧ୍ୟ ହ୍ରାସ ଘଟିଛି। ସକ୍ରିୟ ମାମଲା ସଂଖ୍ୟା ୪୭,୯୪୫ କୁ ଖସି ଆସିଛି। ଏପର୍ଯ୍ୟନ୍ତ ୪ କୋଟି ୩୯ ଲକ୍ଷ ୧୯ ହଜାର ୨୬୪ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୧୫୦ ରେ ପହଞ୍ଚିଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଗତ ୨୪ ଘଣ୍ଟା ମଧ୍ୟରେ ୬୮୦୯ ଟି ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୬ ହଜାର ୮୦୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପୂର୍ବ ଦିନ ତୁଳନାରେ ଏହି ମାମଲାଗୁଡ଼ିକ ସାମାନ୍ୟ କମ୍ ଅଟେ। ତେବେ ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୪ କୋଟି ୪୪ ଲକ୍ଷ ୫୬ ହଜାର ୫୩୫ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ଆଜି ସକାଳ ୮ ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ କରୋନା ସକ୍ରିୟ ମାମଲା ୫୫ ହଜାର ୧୧୪ କୁ ହ୍ରାସ ପାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ କରୋନା ସଂକ୍ରମଣ ଯୋଗୁଁ ଆଉ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ କରୋନା କାରଣରୁ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୨୭ ହଜାର ୯୯୧ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦ୍ରୁତ ଗତିରେ ବ୍ୟାପୁଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୬ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭାରତରେ ଦ୍ରୁତ ଗତିରେ ବ୍ୟାପୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୯୪୦ ଟି ନୂଆ ମାମଲା ରିପୋର୍ଟ ହୋଇଛି। ଏଭଳି ପରିସ୍ଥିତିରେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୧ ହଜାର ୭୭୯ରେ ପହଞ୍ଚିଛି। ଯଦି ଆମେ ଗତ ୨୪ ଘଣ୍ଟାର ଆକଳନକୁ ଦେଖିବା, ସମଗ୍ର ଦେଶରେ କରୋନା ସଂକ୍ରମଣ ହେତୁ ୨୦ ଜଣଙ୍କର ମୃତ୍ୟୁ ଘଟିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୧୨ ହଜାର ୪୨୫ ରୋଗୀ କରୋନାକୁ ପରାସ୍ତ କରିଥିବା ବେଳେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪ କୋଟି ୨୭ ଲକ୍ଷ ୬୧ ହଜାର ୪୮୧ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଭାରତରେ ନୂତନ ମାମଲାରେ ୩୫.୨ ପ୍ରତିଶତ ବୃଦ୍ଧି, ଗତ ୨୪ ଘଣ୍ଟା ମଧ୍ୟରେ ୩,୭୧୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସର ବିପର୍ଯ୍ୟୟ ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ, କରୋନାର ନୂଆ ମାମଲାରେ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି। ସରକାରୀ ଆକଳନ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୭୧୨ ଟି ନୂଆ ମାମଲା ହୋଇଛି। ଏହା ସହିତ, ନୂତନ କ୍ଷେତ୍ରରେ ୩୫.୨ ପ୍ରତିଶତ ବୃଦ୍ଧି ହୋଇଛି। ଏଥିସହିତ ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯ ହଜାର ୫୦୯ କୁ ବୃଦ୍ଧି ପାଇଛି। ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ଯୋଗୁଁ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧ ହଜାର ୧୨୩ ଲୋକ କରୋନାକୁ ପରାସ୍ତ କରିଛନ୍ତି, ଯେଉଁ କାରଣରୁ ଦେଶରେ ସେମାନଙ୍କ ସଂଖ୍ୟା ୨ କୋଟି ୨୬ ଲକ୍ଷ ୨୦ ହଜାର ୩୯୪ କୁ କୁ ବୃଦ୍ଧି ପାଇଛି। ଏଥି ସହିତ, ସରକାରୀ

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୫୮ ଆକ୍ରାନ୍ତ ଚିହ୍ନଟ, ୧୧ ମୃତ

ନୂଆଦିଲ୍ଲୀ: ପୁଣିଥରେ ଭାରତରେ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୮୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପୂର୍ବରୁ ଶୁକ୍ରବାର ଦିନ ୨,୮୪୧ ଟି ନୂଆ ମାମଲା ରୁଜୁ ହୋଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ୧୮,୦୯୬ ଟି ସକ୍ରିୟ ମାମଲା ରହିଛି। ଏଥି ସହିତ ଦେଶରେ ୪,୨୫,୭୬,୮୧୫ ଜଣ ରୋଗୀ ଏପର୍ଯ୍ୟନ୍ତ ଆରୋଗ୍ୟ ଲାଭ କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ପୁଣି ବଢିଲା କରୋନା, ୨୪ ଘଣ୍ଟା ମଧ୍ୟରେ ୨୫୯୩ ଟି ନୂଆ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନାର ଗତି ପୁଣି ଥରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୫୯୩ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ଯାହା ପରେ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୧୫୯୭୩ କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ଆକଳନ ଅନୁଯାୟୀ, କରୋନା ଯୋଗୁଁ ଗୋଟିଏ ଦିନରେ ୪୪ ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଯାହା ପରେ ମୃତ୍ୟୁ ସଂଖ୍ୟା ୫,୨୨,୧୯୩ ରେ ପହଞ୍ଚିଛି। ଏହା ବ୍ୟତୀତ ୧୭୫୫ ରୋଗୀ ମଧ୍ୟ କରୋନାରୁ ମୁକ୍ତି ପାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୨୫ ଲକ୍ଷ ୧୯ ହଜାର ୪୭୯ ଲୋକ କରୋନା ସଂକ୍ରମିତ ହୋଇଛନ୍ତି। ଏଥିସହିତ କରୋନା କାରଣରୁ ୫ ଲକ୍ଷ ୨୨ ହଜାର ୧୯୩ ଜଣଙ୍କର ମୃତ୍ୟୁ ହୋଇଛି। ସଂକ୍ରମଣ ବଢୁଥିବା ମାମଲାକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟ ପୁଣି ଥରେ କରୋନା ପ୍ରତିବନ୍ଧକ ଲାଗୁ କରୁଛନ୍ତି। ଅନେକ ରାଜ୍ୟରେ ପୁଣି ଥରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କ୍ରମାଗତ ଭାବେ ବୃଦ୍ଧି ପାଉଛି କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୨୫୨୭ ନୂତନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନାର ବିପର୍ଯ୍ୟୟ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫୨୭ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶନିବାର ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୩୩ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୦୭୯ କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୬୫୬ ରୋଗୀ କରୋନା ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି। ସରକାରଙ୍କ ସ୍ଵାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ବର୍ତ୍ତମାନ ଦେଶରେ ସୁସ୍ଥ ହାର ୯୮.୭୫% ରହିଛି। ଏଥି ସହିତ, ବର୍ତ୍ତମାନ ପର୍ଯ୍ୟନ୍ତ ଲୋକଙ୍କୁ ୧୮୭.୪୬ କୋଟି ଟିକା ଡୋଜ ଦିଆଯାଉଛି।

ଦେଶର ରାଜଧାନୀରେ ମଧ୍ୟ ମାମଲାଗୁଡ଼ିକ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଶୁକ୍ରବାର ଦିନ ଦିଲ୍ଲୀରେ ଏକ ହଜାରରୁ ଅଧିକ କରୋନା ମାମଲା ରୁଜୁ ହୋଇଛି। ଦିଲ୍ଲୀର ପଜିଟିଭିଟି ହାର ୪.୬୪ ପ୍ରତିଶତରେ ପହଞ୍ଚିଛି। ଗତ ଅଢେଇ ମାସ ମଧ୍ୟରେ ଦିଲ୍ଲୀରେ କରୋନା ମାମଲା ସର୍ବାଧିକ ହୋଇଛି। ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା (ଦିଲ୍ଲୀ କୋଭିଡ କେସ୍) ହଜାରେ ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ, ୧୦୪୨ ଟି ନୂଆ କରୋନା ମାମଲା ଆସିଛି। ଫେବୃଆରୀ ୧୦ ତାରିଖ ଠାରୁ ରାଜଧାନୀରେ ସର୍ବାଧିକ ସଂଖ୍ୟକ ମାମଲା ଦେଖିବାକୁ ମିଳିଛି। ଏହାପୂର୍ବରୁ ଫେବୃଆରୀ ୧୦ ତାରିଖ ୨୦୨୨ରେ ୧୧୦୪ ଟି ମାମଲା ରୁଜୁ ହୋଇଥିଲା। ଆଜି କରୋନା ସଂକ୍ରମଣ ହାର ୪.୬୪ ପ୍ରତିଶତ ଅଟେ। ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩୨୫୩ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ହ୍ରାସ ପାଇଲା କରୋନା ମାମଲା, ୩୪ ମାସ ପରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କରୋନା ମାମଲାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ ୩ ୬୧୪ ଟି ନୂଆ ମାମଲା ଚିହ୍ନଟ ହୋଇଛି। ଦେଶରେ ୩୪ ମାସ ପରେ ସବୁଠୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ କରୋନା ମହାମାରୀ ଯୋଗୁଁ ୮୯ ଜଣଙ୍କର ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଦେଶରେ୮୯ ଜଣ ମୃତ୍ୟୁ ପଞ୍ଜିକରଣ କରିବା ପରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୫ ହଜାର ୮୦୩ କୁ ବୃଦ୍ଧି ପାଇଛି। ଦେଶରେ ସକ୍ରିୟ ମାମଲା ୫୦ ହଜାରରୁ କମ ହୋଇଯାଇଛି। ବର୍ତ୍ତମାନ ଦେଶରେ ୪୦ ହଜାର ୫୫୯ ମାମଲା ସକ୍ରିୟ ଅଛି। ତେବେ ଗତକାଲି କୋଭିଡ଼ରୁ ୫ ହଜାର ୧୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୩୦ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା ୫୧୪

ନୂଆଦିଲ୍ଲୀ: ଗତକାଲି ଦେଶରେ ୨୭ ହଜାର ୪୦୯ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩୦ ହଜାର ୬୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୩୪୭ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୫୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୬ ଲକ୍ଷ ୯୨ ହଜାର ୯୪୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୯ ହଜାର ୮୭୨ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୫୨ ହଜାର ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୧୮ ଲକ୍ଷ ୪୩ ହଜାର ୪୪୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୩ ଲକ୍ଷ ୭୦ ହଜାରକୁ ୨୪୦ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଗତକାଲି ଠାରୁ ୧୦ ହଜାର କମ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଗତକାଲି ଦେଶରେ ୪୪ ହଜାର ୮୭୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩୪ ହଜାର ୧୧୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୬୮୪ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୩୪୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୬ ଲକ୍ଷ ୬୫ ହଜାର ୫୩୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୯ ହଜାର ୧୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୯୧ ହଜାର ୯୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୧୬ ଲକ୍ଷ ୭୭ ହଜାର ୬୪୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୪ ଲକ୍ଷ ୭୮ ହଜାରକୁ ୮୮୨ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୫୦ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ୮୦୪

ନୂଆଦିଲ୍ଲୀ: ଗତକାଲି ଦେଶରେ ୫୮ ହଜାର ୭୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୫୦ ହଜାର ୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୬୫୭ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୮୦୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୩୬ ହଜାର ୯୬୨ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୫ ଲକ୍ଷ ୮୬ ହଜାର ୫୪୪ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୭ ହଜାର ୯୮୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୧୪ ଲକ୍ଷ ୬୮ ହଜାର ୧୨୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୧୦ ହଜାରକୁ ୪୪୩ ବୃଦ୍ଧି ପାଇଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଦେଶରେ ୫୮ ହଜାର ୭୭ ନୂଆ ଆକ୍ରାନ୍ତ ଚିହ୍ନଟ, କୋରୋନଜନିତ ମୃତ୍ୟୁ ୬୫୭

ନୂଆଦିଲ୍ଲୀ: ଗତକାଲି ଦେଶରେ ୬୭ ହଜାର ୮୪ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୫୮ ହଜାର ୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୧୨୪୧ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୬୫୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୫୦ ହଜାର ୪୦୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୫ ଲକ୍ଷ ୩୬ ହଜାର ୧୩୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୭ ହଜାର ୧୭୭ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୧୩ ଲକ୍ଷ ୩୧ ହଜାର ୧୫୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷ ୯୭ ହଜାରକୁ ୮୦୨ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ କମୁଛି ସକ୍ରିୟ ଆକ୍ରାନ୍ତ ସଂଖ୍ୟା, କିନ୍ତୁ ଚିନ୍ତା ବଢାଉଛି କୋରୋନଜନିତ ମୃତ୍ୟୁ

ନୂଆଦିଲ୍ଲୀ: ଗତକାଲି ଦେଶରେ ୬୭ ହଜାର ୫୯୭ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୭୧ ହଜାର ୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୧୧୮୮ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୨୧୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୩୦ ହଜାର ୮୧୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୪ ଲକ୍ଷ ୧୦ ହଜାର ୯୭୬ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୫ ହଜାର ୨୭୯ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୧୦ ଲକ୍ଷ ୧୨ ହଜାର ୮୬୯ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୮ ଲକ୍ଷ ୯୨ ହଜାରକୁ ୮୨୮ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ଦେଢ ଲକ୍ଷ ତଳେ ରହିଛି ସଂକ୍ରମଣ, ୫ ଲକ୍ଷ ଅତିକ୍ରମ କଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଗତକାଲି ଦେଶରେ ୧ ଲକ୍ଷ ୭୨ ହଜାର ୪୩୩ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୧ ଲକ୍ଷ ୪୯ ହଜାର ୩୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୧୦୦୮ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୦୭୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୪୬ ହଜାର ୬୭୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୧୯ ଲକ୍ଷ ୫୨ ହଜାର ୭୧୨ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୫୫ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୪ କୋଟି ୧୭ ହଜାର ୮୮ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୪ ଲକ୍ଷ ୩୫ ହଜାରକୁ ୫୬୯ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ମଧ୍ୟ ୨ ଲକ୍ଷ ତଳେ ରହିଛି ସଂକ୍ରମଣ, କିନ୍ତୁ ୧ ହଜାର ଉପରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଗତକାଲି ଦେଶରେ ୧ ଲକ୍ଷ ୬୧ ହଜାର ୩୮୬ ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୧ ଲକ୍ଷ ୭୨ ହଜାର ୪୩୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତକାଲି ୧୭୩୩ ଜଣଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୦୦୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୮୧ ହଜାର ୧୦୯ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୧୮ ଲକ୍ଷ ୩ ହଜାର ୨୧୮ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୮ ହଜାର ୯୮୩ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୯୭ ଲକ୍ଷ ୭୦ ହଜାର ୪୧୪ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୫ ଲକ୍ଷ ୩୩ ହଜାରକୁ ୯୨୧ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ୨ ଲକ୍ଷ ୩୪ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, କିନ୍ତୁ କରୋନାଜନିତ ମୃତ୍ୟୁ ୮୯୩

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୩୫ ହଜାର ୫୩୨ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୩୪ ହଜାର ୨୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୮୯୩ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୩୨ ହଜାର ୭୮୪ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୧୦ ଲକ୍ଷ ୯୨ ହଜାର ୫୨୨ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୪ ହଜାର ୯୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୮୭ ଲକ୍ଷ ୧୩ ହଜାର ୪୯୪ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୮ ଲକ୍ଷ ୮୪ ହଜାରକୁ ୯୩୭ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଆଜି କମିଛି ସଂକ୍ରମଣ, କିନ୍ତୁ କରୋନାଜନିତ ମୃତ୍ୟୁ ୮୭୧

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୫୧ ହଜାର ୨୦୯ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୩୫ ହଜାର ୫୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୮୭୧ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୩ ଲକ୍ଷ ୩୫ ହଜାର ୯୩୯ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୮ ଲକ୍ଷ ୫୮ ହଜାର ୨୪୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୯୩ ହଜାର ୧୯୮ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୮୩ ଲକ୍ଷ ୬୦ ହଜାର ୭୧୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୨୦ ଲକ୍ଷ ୪ ହଜାରକୁ ୩୩୩ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଗତକାଲି ଠାରୁ ଆଜି ଆଉ ୨୭ ହଜାର ୪୬୯ କମ ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ ୪୩୯

ନୂଆଦିଲ୍ଲୀ: ଗତକାଲି ଦେଶରେ ୩ ଲକ୍ଷ ୬ ହଜାର ୬୪ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୩ ଲକ୍ଷ ୩୩ ହଜାର ୪୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୫୨୫ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୨ ଲକ୍ଷ ୪୩ ହଜାର ୪୯୫ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୯୫ ଲକ୍ଷ ୪୩ ହଜାର ୩୨୮ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୯ ହଜାର ୮୪୮ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୬୮ ଲକ୍ଷ ୪ ହଜାର ୧୪୫ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୪୯ ହଜାରକୁ ୩୩୫ ବୃଦ୍ଧି ପାଇଛି।