ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ…