ଆଜିର ଖବର ଓଡ଼ିଶାରେ ଜିଓର ଦବ୍ଦବା ଜାରି, ମାର୍ଚ୍ଚରେ ଯୋଡିଛି ୨.୭୨ ଲକ୍ଷରୁ ଅଧିକ ନୂଆ ମୋବାଇଲ ଗ୍ରାହକ: ଟ୍ରାଇ ତଥ୍ୟ ଭୁବନେଶ୍ୱର: ଓଡ଼ିଶା ଦୂରସଂଚାର ବଜାରରେ ନିଜର ଆଧିପତ୍ୟ ବଜାୟ ରଖି ରିଲାଏନ୍ସ ଜିଓ ୨୦୨୧ ମାର୍ଚ୍ଚ ମାସରେ ସର୍ବାଧିକ ୨.୭୨ ଲକ୍ଷ ନୂଆ ମୋବାଇଲ ଗ୍ରାହକ ଯୋଗ…