ଆଜିର ଖବର ନିର୍ବାଚିତ ରାଷ୍ଟ୍ରପତିଙ୍କୁ ବିଜେଡି ସାଂସଦଙ୍କ ସହ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ନବୀନ ନୂଆଦିଲ୍ଲୀସ୍ଥିତ ମୁର୍ମୁଙ୍କ ଅସ୍ଥାୟୀ ବାସଭବନକୁ ଯାଇ ସାକ୍ଷାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ…