ବିଶେଷ ଖବର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପର୍ବ: ୪୧୬୬ ଜଣ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ…