ଆଜିର ଖବର ରାଜ୍ୟ କ୍ୟାବିନେଟ ବୈଠକ: ଶ୍ରୀଲିଙ୍ଗରାଜ ମନ୍ଦିରର ସୁପରିଚାଳନା ନିମନ୍ତେ ଲାଗୁ ହେଲା ନୂତନ ଆଇନ ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିର ଉନ୍ନତି ପାଇଁ ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସେଥିପାଇଁ ଏକ ସ୍ୱତନ୍ତ୍ର ଆଇନ ପ୍ରସ୍ତୁତ କରାଯାଇଛି। ବିଧାନସଭା ମୁଲତବୀ ଥିବାରୁ ଅଧ୍ୟାଦେଶ…