ଆଞ୍ଚଳିକ ବାଲୁଗାଁ ମହାବିଦ୍ୟାଳୟରେ ନୂତନ ଉନ୍ନତ ଅଭିଳାଷ ଓଡିଶା କାର୍ଯ୍ୟକ୍ରମ ଉଦଘାଟିତ ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କର କ୍ରୀଡ଼ା, ସାଂସ୍କୃତିକ ଓ ସମାଜସେବା କ୍ଷେତ୍ରରେ ଥିବା ପ୍ରତିଭା ତଥା ଦକ୍ଷତା ବିକାଶ ଉଦ୍ଦେଶ୍ୟରେ ରାଜ୍ୟସରକାରଙ୍କ ଦ୍ୱାରା ଆରମ୍ଭ…