ଆଞ୍ଚଳିକ ବଡହନ୍ତୁଆଡ଼ ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ନୂତନ କାର୍ଯ୍ୟାଳୟ ଗୃହ ଉଦଘାଟନ କଲେ ଆଇନ ମନ୍ତ୍ରୀ ବାଣପୁର: ବାଣପୁର ବଡହନ୍ତୁଆଡ଼ ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ନୂତନ କାର୍ଯ୍ୟାଳୟ ଗୃହ ଉଦଘାଟନ ଆଜି ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…