ଆଜିର ଖବର ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ, ନୂତନ ଭାବେ ଦାୟିତ୍ଵ ନେବେ ସଂଗ୍ରାମ କେଶରୀ ମହାପାତ୍ର ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଆଜି ବଦଳି ହୋଇଛି। ସଂଗ୍ରାମ କେଶରୀ ମହାପାତ୍ର ବର୍ତ୍ତମାନ ଜଗତସିଂହପୁର ଜିଲ୍ଲାରେ ଜିଲ୍ଲାପାଳ ଭାବେ…