ଜାତୀୟ ଖବର ନୂତନ ପାସପୋର୍ଟ ପାଇଁ ଶେଖ୍ ହସିନାଙ୍କ ଆବେଦନ: ବାଂଲାଦେଶ ଫେରିବା ସଙ୍କେତ ନୂଆଦିଲ୍ଲୀ: ଭାରତରେ ଆଶ୍ରୟ ନେଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ସ୍ୱଦେଶ ଫେରିବା ପାଇଁ ନୂତନ ପାସପୋର୍ଟ ଓ ଜାତୀୟ ପରିଚୟପତ୍ର ଆବେଦନ କରିଛନ୍ତି। ଆସନ୍ତା…