ଜାତୀୟ ଖବର ଜାତୀୟ ଶିକ୍ଷା ନୀତି-2020 ର ଜାତୀୟ କର୍ମଶାଳା, ପ୍ରି-ସ୍କୁଲ ପିଲାଙ୍କ ପାଇଁ ଖୋଲିବ ଶିଶୁ ବାଟିକା ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଜାତୀୟ ଶିକ୍ଷା ନୀତି-2020 ସମ୍ପର୍କିତ ଏକ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀ…