ଆଜିର ଖବର ଆଜି ତିନିଜଣ ଓଡିଆଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଦାନ କଲେ ପଦ୍ମଶ୍ରୀ ପୁରସ୍କାର ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୂର୍ବରୁ ଘୋଷଣା ହୋଇଥିବା ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ସେମାନଙ୍କ ମଧ୍ୟରେ ଏହି ପର୍ଯ୍ୟାୟରେ ତିନିଜଣ ଓଡିଆଙ୍କୁ ଏହି ସମ୍ମାନ…