ଆଜିର ଖବର ନେତାଜୀଙ୍କ ୧୨୫ ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାରଙ୍କ ବଡ ଯୋଜନା, ଗଠନ ହେଲା ଉଚ୍ଚସ୍ତରୀୟ କମିଟ ନୂଆଦିଲ୍ଲୀ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି ।…