ବିଶେଷ ଖବର କଟକ ନେତାଜୀ ବସ ଟର୍ମିନାଲ୍ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଠାରେ ୫-ଟି ଉପକ୍ରମରେ ନବ ନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ ଟର୍ମିନାଲ୍କୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି। ଏଥି…