ଅନ୍ତରାଷ୍ଟ୍ରୀୟ କିଟ୍ ବିଶ୍ୱବିଦ୍ୟାଳୟ ଘଟଣା; ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଣ କଥା ହେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ…