ଆଜିର ଖବର ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନେଫ୍ୟୁ ରିଓ, ଉପମୁଖ୍ୟମନ୍ତ୍ରୀ ହେଲେ ବିଜେପିର ୟାନଥୁଙ୍ଗୋ ନୂଆଦିଲ୍ଲୀ: ଆଜି ନେଫ୍ୟୁ ରିଓ ପଞ୍ଚମ ଥର ପାଇଁ ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜଧାନୀ କୋହିମାରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ…