ଜାତୀୟ ଖବର ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ…