ବିଶେଷ ଖବର ଆଳିରେ ଡଙ୍ଗା ବୁଡ଼ି ଘଟଣା: ମୃତ ବ୍ୟକ୍ତିଙ୍କ ପରିବାରକୁ ଅନକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ…