ଜାତୀୟ ଖବର ଇଶା ଅମ୍ବାନିଙ୍କୁ ମିଳିଲା ‘ସ୍ମିଥ୍ସୋନିୟନ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ’ର ବୋର୍ଡରେ ନିଯୁକ୍ତି ଭୁବନେଶ୍ୱର: ଆମେରିକାର ଓ୍ୱାସିଂଟନ ଡିସି ସ୍ଥିତ ସ୍ମିଥ୍ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟର ବୋର୍ଡରେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ସେ ହେଉଛନ୍ତି…