ଜାତୀୟ ଖବର ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଇଣ୍ଡିଆ ରାଙ୍କିଙ୍ଗ ରିପୋର୍ଟକୁ ଉନମୋଚନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ନ୍ୟାସନାଲ ଇନଷ୍ଟିଚ୍ୟୁସନ ରାଙ୍କିଙ୍ଗ୍ ଫ୍ରେମୱାର୍କ(ଏନଆଇଆରଏଫ) ଅନ୍ତର୍ଗତ ଇଣ୍ଡିଆ ରାଙ୍କିଙ୍ଗର ନବମ ସଂସ୍କରଣ-…