ଆଜିର ଖବର ମୁଖ୍ୟ ଶାସନ ସଚିବଙ୍କୁ ସାକ୍ଷାତ କଲେ ନ୍ୟାସନାଲ ଡିଫେନ୍ସ କଲେଜରେ ପ୍ରଶିକ୍ଷଣ ନେଉଥିବା ଅଧିକାରୀ ଭୁବନେଶ୍ୱର: ନ୍ୟାସନାଲ ଡିଫେନ୍ସ କଲେଜ,ନୂଆଦିଲ୍ଲୀରୁ ଭାରତକୁ ବୁଝିବା ଶିକ୍ଷା ପରିଭ୍ରମଣ (ଅଣ୍ଡରଷ୍ଟାଣ୍ଡିଙ୍ଗ ଇଣ୍ଡିଆ ଷ୍ଟଡି ଟୁର) ରେ ଆସିଥିବା ୧୭ ଜଣ ପ୍ରତିନିଧି ସୋମବାର ରାଜ୍ୟ ମୁଖ୍ୟ…