ଆଜିର ଖବର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କାଠ ପୂଜା ଶେଷ ଭୁବନେଶ୍ଵର: ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କାଠପୂଜା କାର୍ଯ୍ୟ ଧାର୍ମିକତା ତଥା ନିଷ୍ଠା ପୂର୍ବକ ସମ୍ପନ୍ନ ହୋଇଛି। ଏହି ପରିପେକ୍ଷୀରେ, ପୁରୀରେ ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…