ଆଜିର ଖବର ପଞ୍ଚମ କୌଟିଲ୍ୟ ଆର୍ଥିକ ସମ୍ମିଳନୀରେ ଉଦବୋଧନ ଦେଲେ ଡକ୍ଟର ପି.କେ. ମିଶ୍ର ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ଆଜି ନୂଆଦିଲ୍ଲୀରେ ପଞ୍ଚମ କୌଟିଲ୍ୟ ଆର୍ଥିକ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ‘‘ଏ ୱାର୍ଲ୍ଡ ପ୍ରାଇସଡ୍ ଫର୍ ରିସ୍କ’’…