ବିଶେଷ ଖବର ଦେଶ ବିଶ୍ୱରେ ପଞ୍ଚମ ବୃହତ୍ତମ ଅର୍ଥ ବ୍ୟବସ୍ଥା ସ୍ଥାନ ପାଇବାର ଶ୍ରେୟ ୧୪୦କୋଟି ଭାରତୀୟଙ୍କୁ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଭାରତ ବିଶ୍ୱର ଦଶମରୁ ପଞ୍ଚମ ବୃହତ୍ତମ ଅର୍ଥ ବ୍ୟବସ୍ଥାର ରାଷ୍ଟ୍ର ହେବାର ଶ୍ରେୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୪୦କୋଟି ଭାରତବାସୀଙ୍କୁ ଦେଇଛନ୍ତି। ୭୭ତମ ସ୍ୱାଧୀନତା ଦିବସ…