ବିଶେଷ ଖବର ବ୍ରିଟେନକୁ ପଛରେ ପକାଇ ବିଶ୍ଵର ପଞ୍ଚମ ସର୍ବବୃହତ ଅର୍ଥବ୍ୟବସ୍ଥା ହେଲା ଭାରତ ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ର ଆକଳନ ଅନୁଯାୟୀ, ବ୍ରିଟେନକୁ ପଛରେ ପକାଇ ଭାରତ ବିଶ୍ଵର ପଞ୍ଚମ ସର୍ବବୃହତ ଅର୍ଥବ୍ୟବସ୍ଥା ହୋଇପାରିଛି। କେବଳ ସେତିକି ନୁହେଁ…