ପଞ୍ଚମ ସ୍ୱରୂପ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ନବରାତ୍ରୀର ପଞ୍ଚମ ଦିନରେ ଦେବୀ ସ୍କନ୍ଦମାତାଙ୍କୁ ପୂଜା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି : “ମା ଦୁର୍ଗାଙ୍କର ପଞ୍ଚମ ସ୍ୱରୂପ ଦେବୀ ସ୍କନ୍ଦମାତାଙ୍କ ଚରଣରେ…