ପଞ୍ଚାୟତିରାଜ ଅନୁଷ୍ଠାନ

ନୂଆଦିଲ୍ଲୀ/ଭୁବନେଶ୍ଵର: 2025-26 ଆର୍ଥିକ ବର୍ଷ ଲାଗି ଓଡ଼ିଶାର ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ପାଇଁ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ଆକାରରେ 444 କୋଟିରୁ ଅଧିକ ଟଙ୍କା ଜାରି କରିଛନ୍ତି…