ଆଜିର ଖବର ଭତ୍ତା ପାଣ୍ଠିରୁ ୧୨.୩୦ ଲକ୍ଷ ହେରଫେର ଅଭିଯୋଗ: ପଞ୍ଚାୟତ ନିର୍ବାହୀ ଅଧିକାରୀ ଗିରଫ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାର ହିଞ୍ଜିଳିକାଟୁ ବ୍ଲକରେ ସରକାରୀ ଉନ୍ନୟନ ଅର୍ଥ ଓ ଭତ୍ତା ଟଙ୍କା ହଡ଼ପ ଭଳି ଅଭିଯୋଗ ଚାଞ୍ଚଲ୍ୟ ସୃଷ୍ଟି କରିଛି।…