ପଞ୍ଜାବର ପୂର୍ବତନ ଅଧ୍ୟକ୍ଷ

ନୂଆଦିଲ୍ଲୀ: ରାଜସ୍ଥାନର ଉଦୟପୁରରେ ଚାଲିଥିବା ଚିନ୍ତନ ଶିବୀର ମଧ୍ୟରେ କଂଗ୍ରେସକୁ ଝଟକା ଲାଗିଛି। କଂଗ୍ରେସର ବରିଷ୍ଠ ନେତା ସୁନୀଲ ଜାଖଡ ଦଳରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି।…