ଜାତୀୟ ଖବର ଆଜି ହେଉଛି ପଣା ସଂକ୍ରାନ୍ତି, ଏହିଦିନ ପଣା ପିଇବାର ବିଧି କାହିଁକି ରହିଛି ଜାଣିଛନ୍ତି କି ? ଭୁବନେଶ୍ବର: ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ…