ଆଜିର ଖବର ପଣା ସଂକ୍ରାନ୍ତି ଉପଲକ୍ଷେ ପର୍ଯ୍ୟଟନ ବିଭାଗ ଓ ଓଟିଡିସି ପକ୍ଷରୁ ପଣା ପ୍ରସ୍ତୁତି ପର୍ବ ଅନୁଷ୍ଠିତ ଭୁବନେଶ୍ବର: ପଣା ହେଉଛି ଓଡିଆ ମାନଙ୍କ ଏକ ପ୍ରମୁଖ ପାନୀୟ। ସୁନ୍ଦର ସ୍ବାସ୍ଥ ଏବଂ ଅତିଥି ସତ୍କାର ନିମନ୍ତେ ପଣା ହେଉଛି ଏକ ସ୍ବାଦିଷ୍ଟ ପାନୀୟ। ଏହାକୁ…