ଆଜିର ଖବର ୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ ଭୁବନେଶ୍ୱର: ପୂର୍ବ ତଟ ରେଳପଥ ଚଳିତ ଆର୍ଥିକ ବର୍ଷ ୨୦୨୬-୨୭ରେ ମାଲ୍ବାହୀ ଟ୍ରେନ୍ରୁ ପଣ୍ୟ ଖଲାସ ବା ଅନ୍ଲୋଡିଂ କ୍ଷେତ୍ରରେ ୧୦୦ ମେଟ୍ରିକ୍ ଟନର ସୀମା ଅତିକ୍ରମ…