ଆଜିର ଖବର ଜଗତସିଂହପୁରରେ ଜନଗଣନା ପାଇଁ ପଦକ ଓ ପ୍ରମାଣପତ୍ର ପ୍ରଦାନ କଲେ ଜିଲ୍ଲାପାଳ ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ୨୦୧୧ ଜନଗଣନା କାର୍ଯ୍ୟରେ ନିର୍ଭୁଲ ଓ ସଠିକ୍ ଭାବରେ କାର୍ଯ୍ୟ ସମ୍ପାଦନ କରିଥିବାରୁ ଅଧିକାରୀ ଓ କର୍ମଚାରୀମାନଙ୍କୁ ଜିଲ୍ଲାପାଳ ସଂଗ୍ରାମ…