ପଦମପୁର

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦମପୁର ଗସ୍ତ କରିବେ। ନିକଟରେ ପଦମପୁର ଉପନିର୍ବାଚନରେ ବିଜେଡି ବିପୁଳ ବିଜୟ ପରେ ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ।…