ଆଜିର ଖବର ପଦାତିକ ବାହିନୀ ଦିବସରେ ସମସ୍ତ ରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ପ୍ରଧାନମନ୍ତ୍ରୀଙ୍କ ସାଲ୍ୟୁଟ ନୂଆଦିଲ୍ଲୀ: ପଦାତିକ ବାହିନୀ ଦିବସରେ ପଦାତିକ ବାହିନୀର ସମସ୍ତରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସ ରେ…