ଆଜିର ଖବର ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ ଘୋଷଣା: ନୂତନ କୃଷି ଆଇନକୁ ପ୍ରତ୍ୟାହାର କରିବାକୁ ନେଲେ ନିଷ୍ପତ୍ତି ନୂଆଦିଲ୍ଲୀ: ଆଜି ଗୁରୁ ପର୍ବ ଏବଂ କାର୍ତ୍ତିକ ପୂର୍ଣ୍ଣିମାର ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ବଡ…